Masthead

ନଭେମ୍ବର୧ ପରିବର୍ତ୍ତେ ଆଜିଠୁ ଖୋଲିଲା ଶିମିଳିପାଳ

କରଞ୍ଜିଆ(ବଡ଼ ଖବର ବ୍ୟୁରୋ); ଆଜିଠାରୁ ପର‌୍ୟ୍ୟଟକ ପାଇଁ ଖୋଲିଲା ଶିମିଳିପାଳ । ଶିମିଳିପାଳ ଅଭୟାରଣ୍ୟ ଚଳିତ ପର‌୍ୟ୍ୟଟନ ଋତୁ ନଭେମ୍ବର ୧ ପରିବର୍ତ୍ତେ ଆଜି ଠାରୁ ପର‌୍ୟ୍ୟଟକଙ୍କ ପାଇଁ ଖୋଲିଲା । କାଳିଆଣି ତନଖି ଫାଟକ (ଯଶୀପୁର) ପଟୁ ୩୫ ଗାଡି ଓ ପିଠାବଟା (ବାରିପଦା) ତନଖି ଫାଟକ ଦେଇ ୨୫ ଗାଡି ଜଙ୍ଗଲ ଭିତରକୁ ପ୍ରବେଶ କରିବାର ସ୍ଥିର ହେଇଛି। ପ୍ରବେଶ ଅନୁମତି ପତ୍ର ସକାଳ ୬ ଟା ରୁ ୯ ଟା ପର‌୍ୟ୍ୟନ୍ତ ବୁକିଂ କାଉଣ୍ଟରରେ ଉପଲବ୍ଧ ରହିବ। ପର‌୍ୟ୍ୟଟକ ମାର୍ଗଦର୍ଶିକା ଅନୁପାଳନ ସହିତପ୍ରକୃତିର ମଜା ନେଇ ପାରିବେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା