Masthead

ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି ମା’ ସମଲେଶ୍ୱରୀ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ମା’ ସମଲେଶ୍ୱରୀଙ୍କର ଆଜି ଧବଳମୁଖୀ ବେଶ । ମହାଳୟା ଦିନ ମା’ଙ୍କର ଏହି ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହୋଇଥାଏ । ଆଗି ଗୋଟିଏ ଦିନ ମା’ ନାଲି ସିନ୍ଦୁର ମୁହଁରୁ ବାହାରି ଧବଳମୁଖୀ ବେଶରେ ଦର୍ଶନ ଦେଇଥାଆନ୍ତି ।

ମହାଳୟା ଦିନ ମା’ଙ୍କର ଏହି ବେଶ ଦର୍ଶନ କଲେ ଗଙ୍ଗା ସ୍ନାନର ପୂଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି । ଏହି ବେଶକୁ ଗଙ୍ଗାବେଶ ବୋଲି ମଧ୍ୟ କୁହାଯାଏ । ଏହି ବେଶ ଦର୍ଶନ କରିବା ପାଇଁ ମା’ଙ୍କ ପାଖରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ । ଏନେଇ ଆଜି ସମଲେଶ୍ୱରୀ ମନ୍ଦିରରେ ସ୍ୱତନ୍ତ୍ର ଗାଇଡଲାଇନ ଜାରି କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ