Masthead

ଅଭିଯୋଗ ଶୁଣିଲେନି ମନ୍ତ୍ରୀ

ବ୍ରହ୍ମଗିରି(ବଡ଼ ଖବର ବ୍ୟୁରୋ): ମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକଙ୍କୁ ଅସମ୍ମାନ। ଅଭିଯୋଗ ପାଇଁ ଆସିଥିବା ବୃଦ୍ଧଙ୍କ ଅଭିଯୋଗ ନଶୁଣି ଘଉଡାଇଦେଲେ ପୁରୀ ଉପଜିଲ୍ଲାପାଳ ଭବତରଣ ସାହୁ। ଦର୍ଶକବନ୍ଧୁ ଏ ଚିତ୍ର ହେଉଛି ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକରେ ଆୟୋଜିତ ଆମ ଓଡିଶା, ନବିନ ଓଡିଶା କାର୍ଯ୍ୟକ୍ରମ। ଯେଉଁଥିରେ ମୁଖ୍ୟ ଅତିଥି ଭାବେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ସହିତ ଯୋଗଦେଇଥିଲେ ପୁରୀ ଉପଜିଲ୍ଲାପାଳ ଭବତରଣ ସାହୁ। କୃଷି ମନ୍ତ୍ରୀ ରାଜା ସ୍ୱାଇଁଙ୍କ ଅଭିଭାସଣ ସରିବା ପରେ ଜଣେ ବୃଦ୍ଧବ୍ୟକ୍ତି ହାତ ଯୋଡି କିଛି ଅଭିଯୋଗ ଜଣାଇବା ପାଇଁ ଆସିଥିଲେ ମନ୍ତ୍ରୀଙ୍କ ନିକଟକୁ। ଆଉ ବୃଦ୍ଧଜଣକ କିଛି କହିବା ଆଗରୁ ତାଙ୍କୁ ସଭା ମଧ୍ୟରୁ ଘଉଡାଇ ଦେଇଥିଲେ ପୁରୀ ଉପଜିଲ୍ଲାପାଳ ଭବତରଣ ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ