Masthead

ବିଭିନ୍ନ ପ୍ରକଳ୍ପ ଉଦଘାଟନ କଲେ ବାଚସ୍ପତି

ଦଶରଥପୁର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପ୍ରଥମ ଥର ମହିଳା ବାଚସ୍ପତି ହେବା ପରେ ନିଜ ନିର୍ବାଚନ ମଣ୍ଡଳୀ ଗସ୍ତ କରି ବିଭିନ୍ନ ପାନୀୟ ଜଳ ପ୍ରକଳ୍ପ ଉଦଘାଟନ କରିଛନ୍ତି ପ୍ରମିଳା ମଲ୍ଲିକ । ଯାଜପୁର ଜିଲ୍ଲା ବିଂଝାରପୁର ନିର୍ବାଚନମଣ୍ଡଳୀ ଦଶରଥପୁର ବ୍ଲକ ଅଧୀନ ରେ ଥିବା ୧୫ ଟି ପଞ୍ଚାୟତରେ ଶୁଦ୍ଧ ପାନୀୟ ଜଳ ଯୋଗାଇବା ନିମନ୍ତେ ମେଗା ପ୍ରକଳ୍ପ ଗୁଡିକୁ ଉଦଘାଟନ କରିଛନ୍ତି ।

ଦଶରଥପୁର ଅଞ୍ଚଳ ଝଡି ବଢ଼ିର ଅଞ୍ଚଳ ହୋଇଥିବାରୁ ବିଭିନ୍ନ ସମୟରେ ସାଧାରଣଲୋକେ ଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଛନ୍ତି । ସରକାରଙ୍କ ତରଫରୁ ବସୁଧା ଯୋଜନା ଏବଂ ମେଗା ପାନୀୟ ଜଳ ଯୋଜନାରେ ସାଧାରଣ ଲୋକେ ଉପକୃତ ହେବେ ବୋଲି ବାଚସ୍ପତି ପ୍ରମିଳା ମଲ୍ଲିକ ନିଜର ପ୍ରତିକ୍ରିୟା ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା