Masthead

ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ଭାରତ- ପାକିସ୍ତାନ ମହାଲଢେଇ । ଟସ ଜିତି ଭାରତର ବୋଲିଂ ନିଷ୍ପତ୍ତି । ପ୍ରଥମେ ବ୍ୟାଟିଂ କରିବ ପାକିସ୍ତାନ । ଅନ୍ୟପଟେ ଶୁବମନ ଗିଲ ଖେଳିବା ନେଇ ସ୍ପଷ୍ଟ ହୋଇଛି । ଭାରତର ଚୂଡାନ୍ତ ଏକାଦଶରେ ଏହି ପରିବର୍ତ୍ତନ ହୋଇଛି । ଇଶାନଙ୍କ ସ୍ଥାନରେ ଖେଳିବେ ଶୁବମନ ଗିଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି