Masthead

ପାଣିରେ ପହଞ୍ଚିବ ବୁଲେଟ ଟ୍ରେନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ପ୍ରଥମ ବୁଲେଟ ଟ୍ରେନର ସେଟ ପାଣିରେ ପହଞ୍ଚିବ । ଜାପାନରୁ ଆସୁଥିବା ଏହି ବୁଲେଟ ଟ୍ରେନ ଜଳପଥରେ ଆସି ସୁରଟରେ ପହଞ୍ଚିବ । ଏହି ବୁଲେଟ ଟ୍ରେନର ନୂତନ ବଗି ସୁରତରେ ନିର୍ମାଣ ହେବ ବୋଲି କହିଛି ନ୍ୟାସନାଲ ହାଇ ସ୍ପୀଡ଼ ଟ୍ରେନ କର୍ପୋରେସନ ଲିମିଟେଡ଼ । ୩୨୦ ସ୍ପୀଡ଼ରେ ଯାଉଥିବା ଏହି ବୁଲେଟ ଟ୍ରେନ ୨୦୨୩ ଶେଷ ସୁଦ୍ଧା ଭାରତରେ ଚାଲିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା