Masthead

ସୁୁନ୍ଦରଗଡରେ ୪୦୦ ପାର ହେଲା ସ୍କ୍ରବ ଟାଇଫସ ଆକ୍ରାନ୍ତ

ସୁନ୍ଦରଗଡ(ବଡ଼ ଖବର ବ୍ୟୁରୋ): ସ୍କ୍ରବ ଟାଇଫସର ଆକ୍ରାନ୍ତ ସଂଖ୍ୟାରେ ଲାଗୁନି ବ୍ରେକ । ୨୪ ଘଣ୍ଟାରେ ପୁଣି ୨ ଜଣ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬ରେ ପହଞ୍ଚିଲାଣି । ଯାହାକି ମୁଣ୍ଡ ବିନ୍ଧାର କାଣ ହୋଇଛି । ରାଜ୍ୟର ଅନେକ ଜିଲ୍ଲାରେ ମଧ୍ୟ ଏହି ସଂକ୍ରମଣ ବ୍ୟାପିବା ଦେଖାଦେଇଛି । ସେହିପରି ଦକ୍ଷିଣ ଓଡିଶାର କୋରାପୁଟ ଜିଲ୍ଳାରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହି ରୋଗ ହେଲେ ଜ୍ୱର ଲାଗି ରହିଥାଏ । ଝାଡା ଓ କାଶ ମଧ୍ୟ ହୋଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ