Masthead

ଆପଗାନିସ୍ତାନଠୁ ପରାସ୍ତ ହେଲା ଇଂଲଣ୍ଡ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଶ୍ବକପ୍‌ ୨୦୨୩ରେ ଆପଗାନିସ୍ତାନଠୁ ପରାସ୍ତ ହେଲା ଇଂଲଣ୍ଡ। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଇଂଲଣ୍ଡ ବିପକ୍ଷରେ ସବୁଠୁ ବଡ଼ ବିଜୟ ହାସଲ କରିଛି ଆଫଗାନିସ୍ତାନ । ଏହି ମ୍ୟାଚ୍‌ରେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା ଇଂଲଣ୍ଡ।

ପ୍ରଥମେ ବ୍ୟାଟିଂ କରି ଆଫଗାନିସ୍ତାନ ୪୯.୫ ଓଭରରେ ୨୮୪ ରନ୍‌ କରିଥିଲା। ଆଫଗାନିସ୍ତାନ ପକ୍ଷରୁ ରହମାନୁଲ୍ଲା ଗୁରବାଜ ସର୍ବାଧିକ ୮୦ ରନ୍‌ କରିଥିଲେ। ଇଂଲଣ୍ଡ ପକ୍ଷରୁ ଆଦିଲ୍ ରସିଦ ୩ଟି ୱିକେଟ ଅକ୍ତିଆର କରିଥିଲେ। ହେଲେ ଆଫଗାନିସ୍ତାନର ଘାତକ ବୋଲିଂ ଆଟାକ୍‌ ଇଂଲଣ୍ଡକୁ ୪୦.୩ ଓଭରରେ କେବଳ ୨୧୫ ରନ୍‌ରେ ଅଲ୍‌ଆଉଟ୍‌ କରିବାରେ ସକ୍ଷମ ହୋଇଛି । ଆଫଗାନିସ୍ତାନ ପକ୍ଷରୁ ମୁଜିବ ଉର୍ ରେହମାନ ଓ ରସିଦ୍ ଖାନ୍‌ ୩ଟି ଲେଖାଏଁ ୱିକେଟ ନେଇଥିବାବେଳେ ମହମ୍ମଦ ନବି ୨ଟି ୱିକେଟ ଅକ୍ତିଆର କରିଥିଲେ। ଫଳରେ ୬୯ ରନରେ ବଡ଼ ବିଜୟ ହାସଲ କରିଛି ଆଫଗାନିସ୍ତାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ