Masthead

ପାର୍ବଣକୁ ଫିକା କରିପାରେ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ); ଏଥର ପାର୍ବଣକୁ ଭିଜାଇପାରେ ବର୍ଷା । ଦଶହରା ବେଳକୁ ଏକ ଲଘୁଚାପ ଓଡିଶା ଉପକୂଳ ଆସିପାରେ । ଏହା ପ୍ରଭାବରେ ଅକ୍ଟୋବର ୨୩ରୁ ୨୬ ତାରିଖ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଜିଏଫଏସ ଆକଳନ ଅନୁଯାୟୀ ଏକ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ଏହା ଓଡିଶା ମୁହାଁ ହେବା ସହ ସହ ଅକ୍ଟୋବର ୨୪ବେଳକୁ ଓଡିଶା ଉପକୂଳରେ ରହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!