Masthead

ଚାରିଦ୍ୱାର ଖୋଲିବା ଦାବିରେ ପୁରୀରେ କଂଗ୍ରେସର ବିଶାଳ ଜନସମାବେଶ

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ଆଜି ବିଶାଳ ଜନସମାବେଶ ଅନୁଷ୍ଠିତ ହେଉଛି। ଏଥିଲାଗି ଆଜି ପୁରୀ ବଡ଼ଦାଣ୍ଡରେ ବିଶାଳ ରାଲି ଅନୁଷ୍ଠିତ ହେଉଛି ।

ଶ୍ରୀମନ୍ଦିର ଚାରି ଦ୍ୱାରା ଖୋଲିବା, ରତ୍ନଭଣ୍ଡାରରେ ଥିବା ରତ୍ନ ମଣି ଗଣତି ଓ ଏହାର ମରାମତି କରାଯିବା ସହ ପୁରୀ ଏବଂ ଖୋର୍ଦ୍ଧାରେ ଜଗନ୍ନାଥ ମହାପ୍ରଭୁଙ୍କ ଭୋଗ କରୁଥିବା ଜମିର ସ୍ଥାୟୀ ସମାଧାନ ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଆଜି ବିକ୍ଷୋଭ ପଦର୍ଶନ କରୁଛନ୍ତି । ଗୁଣ୍ଡିଚା ମନ୍ଦିର ନିକଟରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ଏକ ବିଶାଳ ଜନସମାବେଶର ଆୟଜନ । ଜନ ସମାବେଶରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ବରିଷ୍ଠ କଂଗ୍ରେସ ନେତା ଓ କର୍ମୀ ମାନେ ଯୋଗଦେଇଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ