Masthead

ରାଜ୍ୟରେ ପରିବର୍ତ୍ତନ ପାଇଁ ଲଢେଇ କରିବି: ଅମିତ ଶାହା

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମନ୍ତ୍ରୀ ମମତା ବାନାର୍ଜିଙ୍କୁ ଟାର୍ଗେଟ କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । କୋଲକାତାରେ ଦୁର୍ଗା ପୂଜାର ଉଦଘାଟନ ଶାହା କହିଛନ୍ତି, ମାଆ ଦୁର୍ଗାଙ୍କୁ ପ୍ରାର୍ଥନା କରୁଛି କି ପଶ୍ଚିମବଙ୍ଗରେ ଭ୍ରଷ୍ଟାଚାର, ଅତ୍ୟାଚାର ଶେଷ ହେଉ। ସେ ଆହୁରି ମଧ୍ୟ କହିଛନ୍ତି ମୁଁ ପଶ୍ଚିମବଙ୍ଗ ଆସିବା ଜାରି ରଖିବି ।

ରାଜ୍ୟରେ ପରିବର୍ତ୍ତନ ପାଇଁ ଲଢେଇ କରିବି। ଶାହା ତାଙ୍କ ସମ୍ବୋଧନରେ କହିଛନ୍ତି ସମସ୍ତ ପଶ୍ଚିମବଙ୍ଗବାସୀଙ୍କୁ ନବରାତ୍ରର ଦ୍ୱିତୀୟ ତିଥିରେ ଦୁର୍ଗାପୂଜାର ଅନେକ ଅନେକ ଶୁଭେଚ୍ଛା । କେବଳ ମା’ ଦୁର୍ଗାଙ୍କ ଆଶୀର୍ବାଦ ନେବାକୁ ସେ ସିଧା ଗୁଜରାଟରୁ ପଶ୍ଚିମବଙ୍ଗ ଆସିଥିବା କହିଛନ୍ତି । ସେ କହିଛନ୍ତି ମୁଁ ଆଜି ପଶ୍ଚିମବଙ୍ଗ ରାଜନୀତି କରିବାକୁ ଆସିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା