Masthead

ଖୁବଶୀଘ୍ର କଂଗ୍ରେସ ଓ ବିଜେଡିର ମନ୍ତ୍ରୀ ଏବଂ ବିଧାୟକମାନେ ଦଳତ୍ୟାଗ କରି ବିଜେପିରେ ଯୋଗ ଦେବେ : ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ପରେ ବିରୋଧୀ ଦଳ ନେତା ମୁଖ୍ୟ ସଚେତକ ମୋହନ ମାଝୀଙ୍କ ବଡ ବୟାନ। କହିଲେ ଦେଇସାରିଛନ୍ତି ସଂକେତ। ଖୁବଶୀଘ୍ର ବିଜେପିରେ କଂଗ୍ରେସ ଓ ବିଜେଡିର ମନ୍ତ୍ରୀ ଏବଂ ବିଧାୟକମାନେ ଦଳତ୍ୟାଗ କରି ଦେବେ ଯୋଗ। କେନ୍ଦ୍ରୀୟ ନେତୃତ୍ଵଙ୍କ ସହ ଆଲୋଚନା କରି ମୋଦି ସରକାରଙ୍କ ପ୍ରତି ହୋଇଛନ୍ତି ଆକୃଷ୍ଟ। ରାଜ୍ୟର ଶାସନ ବ୍ୟବସ୍ଥା ପ୍ରତି ଅତିଷ୍ଠ ହେଲେଣି ନେତା। ଓଡ଼ିଶାରେ ସରକାର ଗଢିବ ବିଜେପି। ତେଣୁ ପରିବର୍ତ୍ତନ ପାଇଁ ବିଜେପିକୁ ଚୟନ କଲେଣି ନେତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି