Masthead

ଆସନ୍ତା ୨୯ରୁ ଭୁବନେଶ୍ବରରୁ ଗୌହାଟୀ ଡାଇରେକ୍ଟ ଫ୍ଲାଇଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଓଡ଼ିଶା ସହ ଯୋଡି ହେବ ଗୌହାଟୀ । ଅକ୍ଟୋବର ୨୯ରୁ ଭୁବନେଶ୍ବରରୁ ଡାଇରେକ୍ଟ ଫ୍ଲାଇଟ୍ । ସପ୍ତାହକୁ ୭ ଦିନ ଇଣ୍ଡିଗୋ ଯୋଗାଇବ ବିମାନ ସେବା । ଦେଢ ଘଣ୍ଟାରେ ଭୁବନେଶ୍ୱରରୁ ଗୌହାଟୀ ପହଞ୍ଚିବେ ଯାତ୍ରୀ । ଆଗକୁ ଜମ୍ମୁ, ଚଣ୍ଡିଗଡ ଏବଂ ସୁରଟକୁ ସିଧାସଳଖ ବିମାନ ଉଡ଼ିବାର ସମ୍ଭାବନା ରହିଛି । ଯାତ୍ରୀଙ୍କ ଡିମାଣ୍ଡ ଦେଖି ଏୟାରପୋର୍ଟ କର୍ତ୍ତୃପକ୍ଷ ନେଇପାରନ୍ତି ନିଷ୍ପତ୍ତି । ଯାତ୍ରୀଙ୍କ ଭିଡକୁ ଦେଖି ଯୋଜନା କରୁଛନ୍ତି ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର କର୍ତ୍ତୃପକ୍ଷ । ଗୌହାଟୀକୁ ସିଧା ବିମାନ ସେବାରେ ଖୁସି ଅଛନ୍ତି ଯାତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼