Masthead

କୋଇଲା କାରବାରରେ ୩୨ ହଜାର କୋଟି ଦୁର୍ନୀତି କରିଛି ଆଦାନୀ ଗ୍ରୁପ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ଆଦାନୀ ପ୍ରସଙ୍ଗ ଉଠାଇ ଅଭିଯୋଗ କରିଛନ୍ତି କହିଛନ୍ତି ଯେ ଆଦାନୀ ୩୨ ହଜାର କୋଟି ଟଙ୍କା ଠକେଇ କରିଛନ୍ତି । ଆଦାନୀଙ୍କ କାରଣରୁ ବିଦ୍ୟୁତ୍‌ ମହଙ୍ଗାରେ ମିଳୁଛି। କଂଗ୍ରେସ ନେତା କହିଛନ୍ତି, ଆଦାନୀ ଜୀ ଇଣ୍ଡୋନେସିଆରେ କୋଇଲା କିଣୁଛନ୍ତି ଏବଂ ଭାରତରେ ଏହାର ହାର ଦ୍ୱିଗୁଣିତ ହୋଇଛି। ସେ କୋଇଲା ମୂଲ୍ୟକୁ ଭୁଲ ଭାବରେ ଦର୍ଶାଉଛନ୍ତି। ଅଦାନୀ ଇଣ୍ଡୋନେସିଆରୁ କମ ଦାମରେ କୋଇଲା କିଣି ଭାରତରେ ଅଧିକ ଦାମରେ ବିକ୍ରି କରୁଥିବା ଅଭିଯୋଗ କରିଛନ୍ତି ରାହୁଲ ଗାନ୍ଧୀ ।

କୋଇଲା ଇଣ୍ଡୋନେସିଆରୁ ଭାରତ ଆସି ପହଞ୍ଚିବା ପରେ ଦର ଦୁଇ ଗୁଣା ହୋଇଯାଉଛି । ଅଦାନୀ ଗରିବ ଲୋକଙ୍କ ଟଙ୍କା ଲୁଟୁଛି । କୋଇଲା ଦର ବୃଦ୍ଧି ଯୋଗୁଁ ଅଦାନୀ ଗ୍ରୁପକୁ ୩୨ ହଜାର କୋଟି ଟଙ୍କାର ଫାଇଦା ମିଳିଛି । କୋଇଦା ଦର ବୃଦ୍ଧି ଯୋଗୁ ବିଦ୍ୟୁତ୍ ଦର ମଧ୍ୟ ବୃଦ୍ଧି ପାଉଛି । ଏହା ସିଧାସଳଖ ଲୋକଙ୍କ ଟଙ୍କା ଚୋରି ହେଉଛି ବୋଲି ରାହୁଲ କହିଛନ୍ତି । ଅଦାନୀ ଏବଂ କୋଇଲା ଦରକୁ ନେଥ ଆନ୍ତର୍ଜାତୀୟ ଗଣମାଧ୍ୟମ ସଂସ୍ଥା ଫାଇନାନସିଆଲ ଟାଇମ୍ସରେ ପ୍ରକାଶ ପାଇଥିବା ଏକ ରିପୋର୍ଟକୁ ଦେଖାଇ ରାହୁଲ ଏଭଳି ଅଭିଯୋଗ ଆଣିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ