Masthead

ଇସ୍ରାଏଲ ଗସ୍ତରେ ଯିବେ ରିଷି ସୁନକ, ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଓ ରାଷ୍ଟ୍ରପତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଇସ୍ରାଏଲ ଗସ୍ତରେ ଯିବେ ୟୁକେ ପ୍ରଧାନମନ୍ତ୍ରୀ ରିଷି ସୁନକ୍ । ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଓ ରାଷ୍ଟ୍ରପତି ଆଇଜାକ୍ ହରଜୋଗଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଗତକାଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଇସ୍ରାଏଲରେ ପହଞ୍ଚିଥିଲେ । ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଆଲୋଚନା କରିଥିଲେ ।

ବାଇଡେନଙ୍କ ଗସ୍ତ ପରେ ଆଜି ବ୍ରିଟେନ୍ ପ୍ରଧାନମନ୍ତ୍ରୀ ଇସ୍ରାଏଲରେ ପହଞ୍ଚିବେ । ଇସ୍ରାଏଲ- ହମାସ ଯୁଦ୍ଧ ଦିନକୁ ଦିନ ଅଧିକ ବଢୁଥିବାରୁ ରିଷି ସୁନକଙ୍କ ଗସ୍ତର ଅନେକ ଗୁରୁତ୍ୱ ରହିଛି । ଗାଜାରେ କ୍ଷତିଗ୍ରସ୍ତ ଲୋକଙ୍କୁ କିପରି ଯଥାଶୀଘ୍ର ମାନବୀୟ ସହାୟତତା ଦିଆଯାଇପାରିବ ସେ ନେଇ ଆଲୋଚନା କରିବେ । ଇସ୍ରାଏଲ-ହମାସ୍ ଯୁଦ୍ଧ ଆଜି ୧୩ ଦିନରେ ପହଞ୍ଚିଲାଣି । ଗାଜାରେ ମୋଟ୍ ମୃତ୍ୟୁ ସଂଖ୍ୟା ୩ ହଜାର ଉପରେ ପହଞ୍ଚିଲାଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ