Masthead

ପିପିଲି ଟୋଲ୍‌ ପ୍ଲାଜାରେ ଦୁର୍ବୃତ୍ତଙ୍କ ଗୁଳିମାଡ଼, ୨ ରାଉଣ୍ଡ ଫାଙ୍କା ଗୁଳିମାଡ଼ କରି ଦୁର୍ବୃତ୍ତମାନେ ଫେରାର

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି ଟୋଲ୍‌ ପ୍ଲାଜାରେ ଦୁର୍ବୃତ୍ତଙ୍କ ଗୁଳିମାଡ଼ । ଟୋଲ୍‌ କର୍ମଚାରୀଙ୍କ ସହ ବଚସାରୁ ଫାଙ୍କା ଗୁଳିମାଡ଼ । ଟୋଲ୍ କର୍ମଚାରୀଙ୍କୁ ଆକ୍ରମଣ ପରେ ଫାଙ୍କା ଗୁଳିମାଡ଼ । ୭ ଜଣ ଦୁର୍ବୃତ୍ତ ଏକ କାରରେ ଭୁବନେଶ୍ବରରୁ ପୁରୀ ଯାଉଥିବା ବେଳେ ଟୋଲ୍ କର୍ମଚାରୀଙ୍କୁ ଆକ୍ରମଣ କରିଛନ୍ତି। ୨ ରାଉଣ୍ଡ ଫାଙ୍କା ଗୁଳିମାଡ଼ କରି ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି। ଆକ୍ରମଣରେ ଟୋଲ୍ କର୍ମଚାରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ଗୋଟିଏ ଗୁଳି ଜବତ କରି ପୋଲିସ ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ