Masthead

ଏଣିକି ଭୁବନେଶ୍ୱରରେ ହେବ ନାର୍କୋ ଟେଷ୍ଟ ଲ୍ୟାବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ହେବ ନାର୍କୋ ଟେଷ୍ଟ ଲ୍ୟାବ। ପ୍ରଥମ ଥର ଲାଗି ରାଜ୍ୟରେ ହେବାକୁ ଯାଉଛି। କ୍ୟାପିଟାଲ ହସ୍ପିଟାଲ ପରିସରରେ ହୋଇପାରେ ଲ୍ୟାବ । ସରିଛି ଏ ନେଇ ପ୍ରଥମ ପ୍ରସ୍ତୁତି ବୈଠକ । ଏଣିକି କୌଣସି ଅଭିଯୁକ୍ତ କିମ୍ବା ଅପରାଧୀର ନାର୍କୋ ଟେଷ୍ଟ ତଥା ମିଛଧରା ପରୀକ୍ଷା ପାଇଁ ଆଉ ମୁମ୍ବାଇ କିମ୍ବା ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ । ଏଣିକି ଭୁବନେଶ୍ୱରରେ ବି ହୋଇପାରିବ ନାର୍କୋ ଟେଷ୍ଟ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ କରାଯିବ। ବଡ଼ ବଡ଼ ଅପରାଧୀଙ୍କ ଠାରୁ ସତ ମିଛର ହେବ ଯାଞ୍ଚ।ନଭେମ୍ବର ପଡିପାରେ ଭିତ୍ତି।ସ୍ବାସ୍ଥ୍ୟ ବିଭାଗ ଓ ଆଇନ୍ ବିଭାଗର ମିକିତରେ ଗଠନ ହେବ ଲ୍ୟାବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ