Masthead

ବସ୍ ମାଲିକ ସଂଘର ଧର୍ମଘଟକୁ ବାଲେଶ୍ୱର ସଂଘର ବିରୋଧ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଗଡ଼ୁନି ଘରୋଇ ବସ୍ । ଅନିର୍ଦ୍ଦିଷ୍ଟ କାଳ ପାଇଁ ଧର୍ମଘଟ କରୁଛି ଘରୋଇ ବସ୍ ମାଲିକ ସଂଘ । ବସ୍ ଧର୍ମଘଟକୁ ବିରୋଧ କରିଛି ବାଲେଶ୍ୱର ସଂଘ । ପ୍ରେସମିଟ କରି ଏହି ସୂଚନା ଦେଇଛନ୍ତି ବାଲେଶ୍ୱର ବସ ମାଲିକ ସଂଘର ସଭାପତି ବାଦଲ ଦାସ । ସେ କହିଛନ୍ତି ଦଶହରା ପର୍ବରେ ବା ଦଶହରା ଛୁଟିରେ ଛାତ୍ରଙ୍କ ଠାରୁ ଆରମ୍ଭ କରି କର୍ମଜୀବୀ ଘରକୁ ଫେରିଥାନ୍ତି । ଏପରି ସମୟରେ ବସ ଧର୍ମଘଟ କଲେ ସାଧାରଣ ଲୋକେ ହଇରାଣ ହେବ । ତେଣୁ ବାଲେଶ୍ୱର ଘରୋଇ ବସ ମାଲିକ ସଂଘ ନିଷ୍ପତ୍ତି କ୍ରମେ, ଲୋକଙ୍କ ସ୍ୱାର୍ଥକୁ ଆଖିରେ ରଖି କାଲି ବାଲେଶ୍ୱର ଜିଲ୍ଲାରେ ଘରୋଇ ବସ ଚଳାଚଳ ସ୍ୱାଭାବିକ ରହିବ ବୋଲି କହିଛନ୍ତି ବାଦଲ ଦାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ