Masthead

ଛତିଶଗଡ଼ ନିର୍ବାଚନ ପ୍ରଚାର ଲାଗି କଂଗ୍ରେସର ଷ୍ଟାର ପ୍ରଚାରକ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଛତିଶଗଡ଼ ନିର୍ବାଚନ ପ୍ରଚାର ଲାଗି କଂଗ୍ରେସର ଷ୍ଟାର ପ୍ରଚାରକ ଘୋଷଣା । ନିର୍ବାଚନ କମିଶନଙ୍କୁ ଏଆସିସି ଦେଲା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା । ଷ୍ଟାର ପ୍ରଚାରକ ତାଲିକାରେ ଓଡ଼ିଶାର ୩ ବରିଷ୍ଠ କଂଗ୍ରେସ ନେତା। ତାଲିକାରେ ଅଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ଏଆସିସି ପ୍ରଭାରୀ ଭକ୍ତ ଚରଣ ଦାଶ, ସଂପାଦକ ସପ୍ତଗିରି ଉଲାକା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ