Masthead

ପୀଠେ ନବମୀ, ମଣ୍ଡପେ ମହାଷ୍ଟମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପୀଠେ ନବମୀ । ହେଲେ ମଣ୍ଡପରେ ମହାଷ୍ଟମୀ । ମାଆଙ୍କ ଆବାହନରେ କମ୍ପୁଛି ପୂଜାମଣ୍ଡପ । କଟକ, ଭୁବନେଶ୍ୱର, ପୁରୀ, ରାଉରକେଲା, ସମ୍ବଲପୁର, ବ୍ରହ୍ମପୁର, ଜୟପୁର ସମେତ ରାଜ୍ୟର ସବୁ ସହରରେ ପୂଜା ମଣ୍ଡପ ଗୁଡିକରେ ମା’ଙ୍କୁ ଆବାହନ କରାଯାଉଛି । ଧରାପୃଷ୍ଠକୁ ଓହ୍ଲାଇ ଆସିଛନ୍ତି ମା’ ଜଗତଜନନୀ । ଦୁର୍ଗାପୂଜାକୁ ନେଇ ଚଳଚଞ୍ଚଳ ପୁରପଲ୍ଲୀ ।

ସବୁଠି ପୂଜାର ଉତ୍ସାହ । ସେପଟେ ରଙ୍ଗୀନ ଆଲୋକ ମାଳାରେ ସଜେଇ ହୋଇଛି ରାଜଧାନୀ ଭୁବନେଶ୍ୱରର ପୂଜା ମଣ୍ଡପ । ଆକର୍ଷଣୀୟ ସାଜସଜ୍ଜାରେ ଝଲସୁଛି ପୁରା ପରିବେଶ । ମାଆଙ୍କ ଆରାଧନା ଓ ଆଶୀର୍ବାଦ ନେବା ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ