ଭାରତର ମହାନତା, ଇସ୍ରାଏଲ-ହମାସ ଲଢେଇ ମଧ୍ୟରେ ଗାଜାକୁ ପଠାଇଲା ରିଲିଫ୍ ସାମଗ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମହାନତା ଦେଖାଇଲା ଭାରତ । ଇସ୍ରାଏଲ-ହମାସ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଭାରତ ଗାଜାର ଲୋକମାନଙ୍କ ପାଇଁ ମାନବୀୟ ସହାୟତା ପଠାଇଛି। ହମାସ ଉପରେ ଇସ୍ରାଏଲର ଜବାବି ଆକ୍ରମଣ ପରେ ଗାଜାର ଲୋକମାନେ ବର୍ତ୍ତମାନ ସମୟରେ ବଡ ସଂକଟରେ ବସବାସ କରୁଛନ୍ତି। ଏହି ସମୟରେ ଭାରତ ସହଯୋଗର ହାତ ପାଲେଷ୍ଟାଇନ୍‌କୁ ରିଲିଫ୍ ସାମଗ୍ରୀ ପଠାଇଛି ।

ଟୁଇଟ କରି ସୂଚନା ଦେଇଛନ୍ତି ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ଅରିନ୍ଦମ ବାଗଚି । ପାଲେଷ୍ଟାଇନ ଲୋକମାନଙ୍କ ପାଇଁ ୬.୫ ଟନ୍ ର ମେଡିକାଲ ସାହାଯ୍ୟ ଏବଂ ୩୨ ଟନ୍ ଜରୁରୀକାଳୀନ ସହାୟତା ସାମଗ୍ରୀ ନେଇ ଉତ୍ତର ପ୍ରଦେଶ ଗାଜିଆବାଦରୁ ଭାରତୀୟ ବାୟୁସେନାର ସି-୧୭ ବିମାନ ଏଲ-ଏରିଶ ବିମାନ ବନ୍ଦର ଅଭିମୁଖେ ବାହାରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ