Masthead

ଶୀତଲ ପ୍ଲାଜା ସିଲ୍

ଅନୁଗୁଳ, (ବଡ଼ ଖବର ବ୍ୟୁରୋ): ଅନୁଗୁଳ ସହରର ଏକ ପ୍ରମୁଖ ମୋବାଇଲ ବଜାର କୁହାଯାଉଥିବା ଶୀତଲ ପ୍ଲାଜାକୁ ପ୍ରଶାସନ ସିଲ୍ କରିଛି । କୋଭିଡ୍ କଟକଣା ଉଲ୍ଲଂଘନ କରିଥିବା ଅଭିଯୋଗରେ ଏହା ସିଲ କରାଯାଇଥିବା ଜଣା ପଡ଼ିଛି । ସୂଚନା ଅନୁସାରେ ଶୀତଲ ପ୍ଲାଜାରେ ଭିଡ଼ ରହୁଥିବା ଏବଂ କୋଭିଡ୍ କଟକଣା ମାନୁ ନ ଥିବା ଅଭିଯୋଗ ହୋଇଥିଲା । ଶୀତଲ ପ୍ଲାଜାରେ କାମ କରୁଥିବା ୭ ଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିପାଇଁ ଅନୁଗୁଳ ଉପ-ଜିଲ୍ଲାପାଳ ବାସୁଦେବ ଶତପଥୀଙ୍କ ନେତୃତ୍ୱରେ ଏକ ଟିମ୍ ଚଢ଼ଉ କରି ଶୀତଲ ପ୍ଲାଜାକୁ ୭ଦିନ ପାଇଁ ସିଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା