Masthead

ଅସତ୍ୟ ଉପରେ ହେବ ସତ୍ୟର ଜୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମାଆଙ୍କ ବିଜୟାଦଶମୀ । ଅସତ୍ୟ ଉପରେ ହେବ ସତ୍ୟର ଜୟ । ଏହି ଦିନ ଭଗବାନ ଶ୍ରୀରାମ ଲଙ୍କାପତି ରାବଣଙ୍କୁ ହତ୍ୟା କରିଥିଲେ। ଏହା ବ୍ୟତୀତ ଏହି ଦିନ ମାତା ଦୁର୍ଗା ମହିଷାସୁରାକୁ ମଧ୍ୟ ବଦ୍ଧ କରିଥିଲେ। ସେଥିରେ ଲୋକେ ଏହିଦିନ ଅସ୍ତ୍ରଶସ୍ତ୍ର ପୂଜା କରିବା ସହ ରାବଣ ପୋଡିର ଆୟୋଜନ କରିଥାନ୍ତି। ମାଆଙ୍କ ଆରାଧନରେ ମଣ୍ଡପରେ ମନ୍ତ୍ର ଉଚ୍ଚାରଣ ସହ ଚାଲିଛି ପୂଜାପାଠ । ଲୋକେ ମାଆଙ୍କ ଦର୍ଶନ କରିବା ପାଇଁ ମଣ୍ଡପରେ ସକାଳୁ ସକାଳୁ ଭିଡ ଜମାଇଲେଣି । ଆଜି ଧରାପୃଷ୍ଠରୁ ମା’ ନେବେ ମଲାଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି