Masthead

ପଣବନ୍ଦୀଙ୍କୁ ଉଦ୍ଧାର ପାଇଁ ଅଭିନବ ପ୍ରୟାସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉଗ୍ର ରୂପ ନେଉଛି ଇସ୍ରାଏଲ-ହମାସ ଯୁଦ୍ଧ । ଗାଜା ଉପରେ ଇସ୍ରାଏଲ ୪୦୦ ରକେଟ ମାଡ଼ । ୭୦୦ରୁ ଅଧିକ ମୃତ । ୨୨୦ ବନ୍ଧକ ବିଷୟରେ ଅର୍ଥ ଓ ସୁରକ୍ଷାର ପ୍ରତିଶ୍ରୁତି ଦେଲା ଆଇବିଏଫ । ଆକଶ ମାର୍ଗରୁ ଘନ ଘନ ରକେଟ ମାଡ଼ କଲା ଇସ୍ରାଏଲ । ସେପଟେ ଗାଜାରେ ପଣବନ୍ଦୀ ଥିବା ଇସ୍ରାଏଲ୍ ନାଗରିକଙ୍କୁ ଉଦ୍ଧାର ପାଇଁ ଅଭିନବ ପ୍ରୟାସ । ଆକାଶମାର୍ଗରୁ ପ୍ରଚାରପତ୍ର ପକାଇ ସୂଚନା ମାଗିଛି ଇସ୍ରାଏଲ୍ । ପଣବନ୍ଦୀଙ୍କ ସମ୍ପର୍କରେ ସୂଚନା ପୁରସ୍କାର ଓ ସୁରକ୍ଷା ଦେବା ପାଇଁ ଘୋଷଣା କରାଯାଇଛି ।

ଏହି ପ୍ରଚାରପତ୍ରରେ କୁହାଯାଇଛି- ଇସ୍ରାଏଲ୍ ସେନା ଆପଣଙ୍କୁ ତଥା ଆପଣଙ୍କୁ ସୁରକ୍ଷା ଯୋଗାଇବାରେ ସର୍ବାଧିକପ୍ରାୟ କରିବ । ଏମିତି କି ସୂଚନା ଦେଉଥିବା ବ୍ୟକ୍ତିଙ୍କୁ ଆର୍ଥିକ ପୁରସ୍କାର ପାଇବେ । ପଣବନ୍ଦୀଙ୍କ ସମ୍ପର୍କରେ ସୂଚନା ଦେଉଥିବା ଲୋକଙ୍କ ତଥ୍ୟ ସଂପୂର୍ଣ୍ଣ ଗୋପନୀୟ ରଖାଯିବ ବୋଲି ଇସ୍ରାଏଲ ସେନା ପକ୍ଷରୁ କୁହାଯାଇଛି । ଅକ୍ଟୋବର ୭ ତାରିଖରେ ହମାସ ଆତଙ୍କବାଦୀମାନେ ପ୍ରାୟ ୧୪ଶହ ନାଗରିକଙ୍କୁ ହତ୍ୟା କରିବା ସହ ୨ଶହରୁ ଅଧିକ ଲୋକଙ୍କୁ ବନ୍ଦୀ କରି ସାଥୀରେ ନେଇଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା