ବିଜେପି ତା’ର କୌଣସି ପ୍ରତିଶ୍ରୁତି ପାଳନ କରିନାହିଁ: ମଲ୍ଲିକାଜ୍ଜୁର୍ନ ଖଡ଼ଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଦାବି । ୫ ରାଜ୍ୟରେ କଂଗ୍ରେସ ଗଢିବ ସରକାର । ଆସନ୍ତା ମାସରେ ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ନିର୍ବାଚନ ଫଳାଫଳ ସମ୍ପର୍କରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଦାବି କରିଛନ୍ତି ଯେ ସେ ନିଶ୍ଚିତ ଭାବେ ୫ଟି ରାଜ୍ୟରେ ଜିତିବେ।

ଏହି ସମୟ ମଧ୍ୟରେ ସେ ବିଜେପିକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ମୁଦ୍ରାସ୍ଫୀତି ଏବଂ ବେକାରୀ ଯୋଗୁ ଲୋକମାନେ ଅସୁବିଧାରେ ପଡ଼ିଛନ୍ତି । ବିଜେପି ତା’ର କୌଣସି ପ୍ରତିଶ୍ରୁତି ପାଳନ କରିନାହିଁ। ଇଣ୍ଡିଆ ଗଠବନ୍ଧନ ଆସନ ବାଣ୍ଟିବା ପ୍ରସଙ୍ଗରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ କହିଛନ୍ତି, ପ୍ରଥମେ ୫ଟି ରାଜ୍ୟରେ ନିର୍ବାଚନ ସରିବା ପରେ ଆମେ ମେଣ୍ଟ ବିଷୟରେ ଚିନ୍ତା କରିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’