Masthead

‘ପାଣ୍ଡିଆନଙ୍କୁ ବିଜେଡି ନେତା ଗ୍ରହଣ କରିପାରନ୍ତି, ଓଡ଼ିଶାବାସୀ ନୁହେଁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିକେ ପାଣ୍ଡିଆନଙ୍କ ନୂଆ ନିଯୁକ୍ତିକୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରତିକ୍ରି୍ରୟା । କହିଛନ୍ତି ପାଣ୍ଡିଆନଙ୍କୁ ବିଜେଡି ନେତା ମାନେ ଗ୍ରହଣ କରି ପାରନ୍ତି କିନ୍ତୁ ଓଡ଼ିଶାବାସୀ କେବେ ବି ଗ୍ରହଣ କରିବେ ନାହିଁ । ଓଡ଼ିଶାବାସୀ ବହୁତ ସ୍ୱାଭିମାନୀ । ତେଣୁ ଜଣେ ବାହାର ରାଜ୍ୟର ଲୋକକୁ ଓଡ଼ିଶବାସୀ ଗ୍ରହଣ କରିବେ ନାହିଁ ।

ସେ ଆହୁରି ମଧ୍ୟ କହିଛନ୍ତି କି ସେବା କରିବେ ପାଣ୍ଡିଆନ । ପ୍ରଶାସନିକ ସେବାରେ ରହିକି ବି କିଛି କରି ପାରିଲେନି । ସବୁ ପାୱାର କଣ୍ଟ୍ରୋଲ କରି ରଖିବା ପରେ ଓଡ଼ିଶା କାହିଁକି ଆଜି ଦରିଦ୍ର୍ୟ, କାହିଁକି ପଛୁଆ, ଲୋକେ କାହିଁକି ବାହାରକୁ ଯାଉଛନ୍ତି । ତାହା କଣ ତାଙ୍କର ଭଲ ପ୍ରଶାସକର ସାର୍ଟିଫିକେଟ କି ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..