Masthead

ପାଣ୍ଡିଆନ ବିଜେଡିକୁ ଆସିବେ କି ନାହିଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ: ଅମର ଶତପଥୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପାଣ୍ଡିଆନଙ୍କୁ ଗଞ୍ଜାମ ଜିଲ୍ଲା ଯଦି ଗ୍ରହଣ କଲା ଓଡ଼ିଶାବାସୀ କାହିଁକି ଗ୍ରହଣ କରିବେନି। ଓଡ଼ିଶାରେ ବହୁ ବର୍ଷ ଧରି ପ୍ରଶାସନିକ ସେବା ଯୋଗାଇଛନ୍ତି। ଯଦି ଭଲ କାମ କରୁଛନ୍ତି କାହିଁକି ଓଡ଼ିଶାବାସୀ ଗ୍ରହଣ କରିବେନି ବୋଲି କହିଛନ୍ତି ବିଜେଡି ବିଧାୟକ ଅମର ଶତପଥୀ । ସେ କହିଛନ୍ତି ଅନେକ ଲୋକ, ବିରୋଧୀ ଦଳ ମଧ୍ୟ ତାଙ୍କ ଦକ୍ଷତାକୁ ପ୍ରଶଂସା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭରସା କରି ଗୁରୁ ଦାୟିତ୍ଵ ଦେଇଛନ୍ତି । ଆଶା କରୁଛି ସଫଳ ହେବେ । ପାଣ୍ଡିଆନ୍ ବିଜେଡିକୁ ଆସିବେ କି ନାହିଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ।

ଏବେ ପ୍ରଶାସନ ଟିମ୍ ଗୁଡ ଗଭର୍ଣ୍ଣାଶକୁ ନେଇ କାମ କରିବେ। ଓଡ଼ିଶା ପ୍ରଶାସନକୁ ଗତିଶୀଳ କରିବେ। ଗଞ୍ଜାମ ଜିଲ୍ଲାରେ ଯେଉଁ ଭଳି କାର୍ଯ୍ୟକ୍ରମ କରୁଥିଲେ ତାଙ୍କ ସେବାକୁ ଉଚିତ ବିନିଯୋଗ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଆଣିଥିଲେ। ଫାଇଭ ଟି କାର୍ଯ୍ୟକ୍ରମ ଗୁଡ ଗଭର୍ଣ୍ଣାଶର ଲକ୍ଷଣ। ଯେତେବେଳେ ଯେଉଁ ଦାୟିତ୍ୱ ଦିଆଯାଇଛି ଭଲ ଭାବେ ନିଭାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ