Masthead

ଆମେରିକାରେ ଆଖିବୁଜା ଗୁଳିମାଡ, ୨୨ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକାରେ ପୁଣି ଆଖିବୁଜା ଗୁଳିଚାଳନା । ଜଣେ ବ୍ୟକ୍ତି ଏକ ଜନବହୁଳ ଜାଗାରେ ଆଖିବୁଜା ଗୁଳି ଚାଳନାରେ ଲେବିଷ୍ଟନରେ ୨୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଯୁବକ ଜଣଙ୍କ ସେମି ଅଟୋମେଟିକ ବନ୍ଧୁକରୁ ଗୁଳିମାଡ କରିଥିବା ସୂଚନା ମିଳିଛି । ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଥିବାରୁ ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ପୋଲିସ ସୂଚନା ଅନୁଯାୟୀ ବୁଧବାର ରାତିରେ ଜଣେ ଶୁଟର ଏପରି ଘଟଣା ଘଟାଇଛି । ଏଣ୍ଡ୍ରୋସ୍କୋଗିନ କାଉଣ୍ଟି ଶେରିଫ କାର୍ୟ୍ୟାଳୟ ପକ୍ଷରୁ ଫେସବୁକରେ ସନ୍ଦଗ୍ଧ ବ୍ୟକ୍ତିଙ୍କ ଦୁଇଟି ଫଟୋ ସେୟାର କରିଛି । ଯେଉଁଥିରେ ଜଣେ ବନ୍ଧୁକଧାରୀ କାନ୍ଧରେ ଅସ୍ତ୍ରଶସ୍ତ୍ର ଧରି ଏକ ପ୍ରତିଷ୍ଠାନରେ ପ୍ରବେଶ କରୁଥିବା ଦେଖାଯାଇଛି । ତେବେ ଗୁଳିମାଡ କରିଥିବା ଯୁବକ ଜଣଙ୍କ ଫେରାର ଅଛି । ଲୋକମାନଙ୍କୁ ଘରେ ରହିବା ପାଇଁ ପୋଲିସ ପକ୍ଷରୁ ଅପିଲ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ