Masthead

ଲକ୍ଷ୍ମୀ ବସ୍ ଚଳାଚଳକୁ ନେଇ ଆଜି ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଲକ୍ଷ୍ମୀ ବସ୍ ଚଳାଚଳକୁ ନେଇ ବସିବ ବୈଠକ । ସରକାର-ବସ୍ ମାଲିକ ସଂଘ ମଧ୍ୟରେ ହେବ ଆଲୋଚନା । ଲକ୍ଷ୍ମୀ ବସ୍ ଚାଲିଲେ, ଘରୋଇ ବସ୍ ମାନଙ୍କର କ୍ଷତି ହେବ ଏବଂ ବହୁ କର୍ମଚାରୀ କାମ ହରାଇବେ ବୋଲି କହିଛି ସଂଘ । ଆଗରୁ ମଧ୍ୟ ଥରେ ବୈଠକ ହୋଇଥିଲା, କିନ୍ତୁ ବାହାରି ପାରିନଥିଲା କୌଣସି ନିଷ୍କର୍ଷ ।

ଲକ୍ଷ୍ମୀ ବସ୍ ଚଳାଚଳ ଓ ତାକୁ ବିରୋଧ କରି ମାଲିକ ସଂଘ ଯେଉଁ ଦାବି ରଖିଛି, ତାହା ହେଉଛି ବୈଠକର ମୁଖ୍ୟ ପ୍ରସଙ୍ଗ । ଦିନ ୧୧ଟା ବେଳେ ଖାରବେଳ ଭବନରେ ଏହି ମିଟିଂ ହେବ । ବ୍ଲକ ହେର୍ଡ କ୍ୱାଟରରୁ ଜିଲ୍ଲା ହେଡ କ୍ୱାଟରକୁ ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ କରୁଛି ଘରୋଇ ବସ୍ ମାଲିକ ସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ