Masthead

ରୋଗୀ ଦେଖିଲେ ବିଧାୟକ

କୋଇଡ଼ା (ବଡ଼ ଖବର ବ୍ୟୁରୋ): ବିଧାୟକ କରୁଛନ୍ତି ରୋଗୀ ସେବା । ଡାକ୍ତର ସାଜି ରୋଗୀ ଦେଖିଲେ ରାଜଗାଙ୍ଗପୁର କଂଗ୍ରେସ ବିଧାୟକ ଡାକ୍ତର ରାଜନ ଏକ୍କା । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ । ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ନଥିବା କାରଣରୁ ରୋଗୀ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି।

ଗତକାଲି ସ୍ୱାସ୍ଥ୍ୟ କେନ୍ଦ୍ରରେ ଓପିଡି ସମ୍ପୂର୍ଣ୍ଣ ରୂପେ ବନ୍ଦ ରହିଥିଲା। ରୋଗୀମାନେ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆସି ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହା ଜାଣିବା ପରେ ଆଜି ରାଜଗାଙ୍ଗପୁର ବିଧାୟକ ଡକ୍ଟର ସିଏସ ରାଜେନ ଏକ୍କା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଓପିଡିରେ ବସି ରୋଗୀ ଚିକିତ୍ସା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ