Masthead

ପାଣ୍ଡିଆନଙ୍କ ଅବସରକୁ ନେଇ ମୁହଁ ଖୋଲିଲେ ରୁବେନ ବାନାର୍ଜୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭି କାର୍ତ୍ତିକେୟନ ପାଣ୍ଡିଆନଙ୍କ ଅବସରକୁ ନେଇ ସବୁଠି ଚର୍ଚ୍ଚା ଚାଲିଥିବା ବେଳେ ଜାତୀୟ ସ୍ଥରରେ ପ୍ରତିଷ୍ଠା ଲାଭ କରିଥିବା ସାମ୍ବାଦିକ ରୁବେନ ବାନାର୍ଜୀ ମଧ୍ୟ ଏହାକୁ ନେଇ ନିଜ ପ୍ରତିକ୍ରିୟା ରଖିଛନ୍ତି ।

ସେ ମାଇକ୍ରୋ ବ୍ଲଗିଂ ସାଇଟ ଏକ୍ସରେ ଲେଖିଛନ୍ତି ‘ଆପଣ ରାତାରାତି ସ୍ୱେଚ୍ଛାକୃତ ଅବସର ନେବାପାଇଁ ନିଷ୍ପତ୍ତି କରି ନାହାନ୍ତି, ଆପଣ ଏହାକୁ ବହୁ ପୂର୍ବରୁ ଯୋଜନା କରିଛନ୍ତି, ଯଦି ତାହା ହୋଇଥାଏ ତେବେ ସାଧାରଣ ଲୋକଙ୍କ କୋଟି କୋଟି ଟଙ୍କା

ଜଣେ ବ୍ୟକ୍ତିଙ୍କ ନିଜର ରାଜନୈତିକ କ୍ୟାରିୟର ତିଆରି ପାଇଁ ବ୍ୟବହାର କରାଯାଇଛି ।’ ଏଥିସହ ଶେଷରେ ଏକ ପ୍ରଶ୍ନ କରି ସେ ଲେଖିଛନ୍ତି ଆପଣ ବୁଝିପାରିଲେ ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି