ଆର ପାରିରେ ସ୍ୱରୂପ ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆର ପାରିରେ ସ୍ୱରୂପ ନାୟକ । ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ । ଦୀର୍ଘଦିନ ଧରି କ୍ୟାନସରରେ ପୀଡ଼ିତ ଥିଲେ ସ୍ୱରୂପ । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।ବହୁ ଓଡିଆ ଫିଲ୍ମରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ତାଙ୍କ ପରଲୋକରେ ସାରା ଓଲିଉଡ ଜଗତରେ ଶୋକର ଛାୟା ଖେଳିଯାଇଛି । ସେ ଅନେକ ଓଡ଼ିଆ ଫିଲ୍ମରେ ଅଭିନୟ ମଧ୍ୟ କରିଥିଲେ । ୧୯୪୭ ଫେବୃଆରୀ ୮ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ସ୍ୱରୂପ ନାଏକ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’