Masthead

ଗାଜାରେ ଏୟାରଷ୍ଟ୍ରାଇକ, ୧୦୦ରୁ ଅଧିକ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅଳ୍ପ କେଇ ଦିନ ପରେ ହମାସ –ଇସ୍ରାଏଲ ଯୁଦ୍ଧକୁ ପୂରିବାକୁ ମାସେ । ଦିନକୁ ଦିନ ଯୁଦ୍ଧ ସ୍ଥିତି ଭୟାବହ ହେବାରେ ଲାଗିଛି । ଆଜି ପୁଣିଥରେ ପଶ୍ଚିମ ଗାଜା ଉପରେ ଏୟାରଷ୍ଟ୍ରାଇକ୍ କରିଛି ଇସ୍ରାଏଲ । ଫଳରେ ଶତାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ଏହାସହ ଗାଜାରେ ମୋବାଇଲ ସେବା ଠପ୍ ହୋଇଯାଇଥିବା ଜଣାପଡିଛି ।

ଗାଜା ସିଟିର ଅଲ-ଜାୟତୁନ ଅଞ୍ଚଳରେ ଏକ ଚାରି ମହଲା ଘର ଉପରେ ହୋଇଥିବା ଆକ୍ରମଣରେ ଅତି କମରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କେନ୍ଦ୍ରୀୟ ଗାଜାର ନୁସିରାଟ ଶରଣାର୍ଥୀ ଶିବିର ଉପରେ ହୋଇଥିବା ବିମାନ ଆକ୍ରମଣରେ ଅନ୍ୟ ୮ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ୱାଫା କହିଛି। ରାଫାରେ ଇସ୍ରାଏଲର ଆକ୍ରମଣରେ ଜଣେ ଶିଶୁଙ୍କ ସମେତ ଅନ୍ୟ ୧୨ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ୱାଫା କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା