Masthead

ପାରିବାରିକ କଳହ କରୁଣ ପରିଣତି

ବାରକୋଟ, (ବଡ଼ ଖବର ବ୍ୟୁରୋ): ପାରିବାରିକ କଳହର କରୁଣ ପରିଣତି । ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ମହିଳା । ଦେବଗଡ଼ ଜିଲ୍ଲା ବାରକୋଟ ଥାନା ରମ୍ଭେଇ ପଞ୍ଚାୟତ ତିଲେଇମାଳ ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ଗାଁର ୩୮ ବର୍ଷୀୟା ରତ୍ନମଣୀ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ।

ମଙ୍ଗଳବାର ସନ୍ଧ୍ୟାରେ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଓ ରତ୍ନମଣୀଙ୍କ ମଧ୍ୟରେ ଝଗଡା ହୋଇଥିବା କହିଛନ୍ତି ପଡୋଶୀ । ବୁଧବାର ସକାଳେ ଗାଁଲୋକେ କାଠ ଆଣିବା ଲାଗି ଯାଇଥିବା ବେଳେ ରତ୍ନମଣୀଙ୍କ ଝୁଲନ୍ତା ମୃତଦେହକୁ ଦେଖିଥିଲେ । ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପୋଲିସ ପଠାଇ ଦେଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା