Masthead

ଦୁଇ ଭାଇଙ୍କ ସଲିଳ ସମାଧି

ନୟାଗଡ଼ (ବଡ଼ ଖବର ବ୍ୟୁରୋ): ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସିଯିବାରୁ ବୁଡିଗଲେ ଦୁଇ ନାବାଳକ ଭାଇ । ସ୍କୁଲ ଯିବା ପୂର୍ବରୁ ପୋଖରୀରେ ଗାଧୋଇବାକୁ ଯାଇଥିଲେ ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ବାଉଁଶିଆପଡା ପଞ୍ଚାୟତ ଅଭିମାନପୁର ଗାଁର ଲିପୁନ କର ଓ ପ୍ରଦୀପ୍ତ ପ୍ରଳୟ କର । ସାଙ୍ଗହୋଇ ଗାଧୋଉଥିବା ବେଳେ ସେମାନଙ୍କ ଗୋଡ଼ ଖସିଯିବାରୁ ବୁଡ଼ିଯାଇଥିଲେ । ଗାଁ ଲୋକେ ଉଦ୍ଧାର କରି ଦୁଇଭାଇଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରିଥିଲେ ।ଡାକ୍ତର ଉଭୟଙ୍କୁ ମୃତ ଘୋଷଣାା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ