Masthead

ପୁଣି ଘୁଞ୍ଚିଲା ବସ୍ ଧର୍ମଘଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୮ ଯାଏଁ ଘୁଞ୍ଚିଲା ବସ ଧର୍ମଘଟ । ୮ ତାରିଖ ପରେ ଆୟୋଜିତ ଅଲ ଓଡ଼ିଶା ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯିବ । ବସ୍ ମାଲିକ ସଂଘ ଆଜି ଏହି ବଡ ନିଷ୍ପତି ନେଇଛି । ତେବେ ୧ ତାରିଖରେ କଳାହାଣ୍ଡିରେ ଲକ୍ଷ୍ମୀ ବସ ଯୋଜନା ଆରମ୍ଭ ହେବ ।

ଆଉ ଏହି ଦିନ ବ୍ଲକରୁ ଜିଲ୍ଲାରୁ ବସ୍ ଗଡିବ ତାହାହେଲେ ଭବାନୀପାଟଣାରେ ୨୪ ଘଂଟା ଘରୋଇ ବସ ଚଳାଚଳ କରିବ ନାହିଁ ବୋଲି ବସ୍ ମାଲିକ ସଂଘ ଚେତାବନୀ ଦେଇଛି । ଏଥିରେ ୧୦ଟି ଜିଲ୍ଲା ବି ସାମିଲ ହେବ । ସଂଘ ସରକାରଙ୍କୁ ଅନୁରୋଧ କରିଛି, ସରକାର ପଂଚାୟତରୁ ବ୍ଲକକୁ ଲକ୍ଷ୍ମୀ ବସ୍ ଚଳାନ୍ତୁ । କିନ୍ତୁ ବ୍ଲକରୁ ଜିଲ୍ଲାକୁ ବସ୍ ଚଲାନ୍ତୁ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ