Masthead

ବିଧାୟକ ଅନନ୍ତ ଦାସ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାୟକ ଅନନ୍ତ ଦାସ ଅସୁସ୍ଥ । ଆମ ଓଡ଼ିଶା ନବୀନ ଓଡିଶା କାର୍ୟ୍ୟକ୍ରମ ଚାଲିଥିବା ବେଳେ ଅସୁସ୍ଥ ହୋଇପଡିଲେ ଭୋଗରାଇ ବିଧାୟକ ଅନନ୍ତ ଦାସ । ଭୋଗରାଇ ଜଳେଶ୍ୱରପୁର ସ୍କୁଲ ପୋଡ଼ିଆରେ କାର୍ୟ୍ୟକ୍ରମ ଚାଲିଥିଲା ।

ବାର୍ଦ୍ଧକ୍ୟ କାରଣରୁ ଅସୁସ୍ଥ ହୋଇପଡିଥିବା ସୂଚନା ମିଳିଛି। କାର୍ଯ୍ୟକ୍ରମ ଆରମ୍ଭ ହେବାର କିଛି ସମୟ ଅସୁସ୍ଥ ଅନୁଭବ କରିଥିଲେ ଅନନ୍ତ ଦାସ । ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ