Masthead

ବିପୁଳ ମଦ ଜବତ

ସୁକିନ୍ଦା, (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଟାମକା ପୋଲିସକୁ ମିଳିଛି ବଡ଼ ସଫଳତା। ୬୨ଲିଟର ଦେଶୀମଦ ସହ ୧୯୫ ବୋତଲ ବିଦେଶୀ ମଦ ଜବତ କରି ୩ ଜଣଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ। ସୂଚନା ମୁତାବକ, ଟାମକା ଥାନାଧିକାରିଣୀ ସଂଘମିତ୍ରା ନାୟକ ବିଶେଷ ସୂତ୍ରରୁ ଖବର ପାଇ ଜନ୍ଦାପାଳ ଲେବୁଲ୍ କ୍ରସିଂ ନିକଟରେ ଚଢ଼ାଉ କରିଥିଲେ। ଗିରଫ ଅଭିଯୁକ୍ତମାନେ ହେଲେ ରମେଶ ସାହୁ (୪୨), ସୁମନ୍ତ ସାହୁ (୩୬) ଏବଂ ସଞ୍ଜୟ ମହାନ୍ତ (୩୧)। ଏମାନେ ସମସ୍ତେ କେନ୍ଦୁଝର ଜିଲ୍ଲାର ବୋଲି ଥାନା ଅଧିକାରିଣୀ ସୂଚନା ଦେଇଛନ୍ତି। ଏମାନଙ୍କଠାରୁ ମଦ କାବରାରରେ ବ୍ୟବହୃତ ଗୋଟିଏ ସାଇକେଲ ଓ ଓଡି-୩୪-ଡି୮୬୩୪ ନମ୍ବର ସ୍କୁଟି ମଧ୍ୟ ପୋଲିସ ଜବତ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼