ବିକ୍ରି ହେଲା ବିର୍ଲା ଟାୟାର୍ସ, କିଣିଲା ହିମାଦ୍ରି କେମିକାଲ୍ସ

ବାଲେଶ୍ୱର  (ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ ବିକ୍ରି ହେଲା ବିର୍ଲା ଟାୟାର୍ସ । ବିର୍ଲା ଟାୟାର୍ସକୁ କିଣିଲା ହିମାଦ୍ରି କେମିକାଲ୍ସ । ଶିଳ୍ପମନ୍ତ୍ରୀ, ପୂର୍ବାଂଚଳ ଆଇଜି, ଜିଲ୍ଲାପାଳ, ଏସପିଙ୍କ ଉପସ୍ଥିତିରେ କମ୍ପାନିକୁ ହସ୍ତାନ୍ତର କରାଯାଇଛି । ଏନସିଏଲଟିର ନିଦେ୍ର୍ଦଶରେ ୧୧ଶହ କୋଟି ଦେଲା ହିମାଦ୍ରି ଗ୍ରୁପ୍ । ୩ ବର୍ଷ ହେଲା ବିର୍ଲାରେ ଝୁଲୁଥିଲା ତାଲା । ତେବେ ଦେବାଳିଆ ସ୍ଥିତି ପାଇଁ କମ୍ପାନିରେ ତାଲା ଝୁଲୁଥିଲା । କମ୍ପାନିକୁ ନେବା ପରେ କର୍ମଚାରୀଙ୍କୁ ବକେୟା ଦରମା ପୈଠ କଲା ହିମାନ୍ଦ୍ରି କେମିକାଲ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ