Masthead

କୃଷିମନ୍ତ୍ରୀଙ୍କ ଘର ସାମ୍ନାରେ ପିଆଜ ଧରି ଛାତ୍ର କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପିଆଜ ଦର ବୃଦ୍ଧିକୁ ନେଇ ଛାତ୍ର କଂଗ୍ରେସର ପ୍ରତିବାଦ । କୃଷିମନ୍ତ୍ରୀଙ୍କ ଘର ସାମ୍ନାରେ ପିଆଜ ଧରି ବିକ୍ଷୋଭ । ଟୋକେଇରେ ପିଆଜ ଭର୍ତ୍ତି କରି ମୁଣ୍ଡେଇ ବିକ୍ରି କରିଛନ୍ତି । ପ୍ରତି ପିଆଜ କିଲୋ ୨୦ ଟଙ୍କାରେ ବିକ୍ରି କରିଛନ୍ତି । ପିଆଜର ଆକାଶ ଛୁଆଁ ଦର ବୃଦ୍ଧିକୁ ବିରୋଧ କରି ପ୍ରତିବାଦ କରାଯାଇଛି । କାର୍ତ୍ତିକ ମାସ ଆରମ୍ଭରୁ ପିଆଜ ଦର ହୁହୁ ହୋଇ ବଢିଚାଲିଛି । ରାଜ୍ୟ ସରକାର ପିଆଜ ପାଇଁ କାହିଁକି ଅନ୍ୟ ରାଜ୍ୟ ଉପରେ ନିର୍ଭର କରୁଛନ୍ତି? କାହିଁକି ରାଜ୍ୟରେ ଶୀତଳ ଭଣ୍ଡାର କରୁନାହାନ୍ତି ରାଜ୍ୟ ସରକାର ବୋଲି କଂଗ୍ରେସ ପ୍ରଶ୍ନ କରିଥିବାବେଳେ ଏନେଇ କେନ୍ଦ୍ରକୁ ଦାୟୀ କରିଛି ବିଜେଡି । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା