Masthead

ବ୍ରିଜେଶ ହେଲେ ଅତିରିକ୍ତ ପୋଲିସ କମିଶନର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଇପିଏସ ସ୍ତରରେ ଅଦଳବଦଳ । ଅରୁଣ ରାୟ ହେଲେ ସରକାରୀ ପ୍ରେସ ନିର୍ଦ୍ଦେଶକ । ଅମୃତ ମୋହନ ପ୍ରସାଦଙ୍କୁ ମିଳିଲା ଜେଲ ବିଭାଗ ଡିଜି ଦାୟିତ୍ୱ । ଲଳିତ ଦାସଙ୍କୁ ଏଚଆରପିସି ଏଡିଜି ଏବଂ ଉମାଶଙ୍କର ଦାସଙ୍କୁ ଏସଆଇଡବ୍ଲୁର ଡିଆଇଜି ଦାୟିତ୍ୱ ଦିଆଯାଇଛି । ସେହିପରି ଅତିରିକ୍ତ ପୋଲିସ କମିଶନର ହୋଇଛନ୍ତି ବ୍ରିଜେଶ କୁମାର ରାୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ