Masthead

ଇଣ୍ଡିଆ ମେଂଟରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ? କ’ଣ କହିଲେ ଖଡଗେ?

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇଣ୍ଡିଆ ମେଂଟରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ? ଏନଡିଏରୁ ମୋଦି ହେଲେ, ବିରୋଧୀରୁ କିଏ ହେବ ପିଏମ୍ ରେସର କ୍ୟାଣ୍ଡିଡେଟ? ଏ ପ୍ରଶ୍ନ ଏବେର ନୁହେଁ । ଯେବେଠୁ ବିରୋଧୀ ଗଠବନ୍ଧନ ହେଲାଣି ସେବେଠୁ ଏ ପ୍ରଶ୍ନ ଛିଡ଼ା ହୋଇଛି । ତେବେ ୨୦୨୪ ଲୋକସଭା ନିର୍ବାଚନରେ ଇଣ୍ଡିଆର ପିଏମ ପ୍ରାର୍ଥୀର ପ୍ରଶ୍ନ ଉପରେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ତାଙ୍କ ଦଳର ଆଭିମୁଖ୍ୟକୁ ସ୍ପଷ୍ଟ କରିଛନ୍ତି । ସେ କହିଛନ୍ତି ନିର୍ବାଚନ ସରିଯାଉ । ଆମେ ଯେତେବେଳେ ନିର୍ବାଚନ ଜିତିବୁ ସେତେବେଳେ ଏକାଠି ବସି ବୈଠକ କରିବୁ । ଏବଂ ପରେ ହିଁ ନିଷ୍ପତି ନେବୁ କିଏ ହେବ ଆମ ଦଳର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ । ଛତିଶଗଡ ବିଧାନସଭା ନିର୍ବାଚନରେ ରାଜ୍ୟର ବିଭିନ୍ନ ଅଂଚଳରେ ନିର୍ବାଚନୀ ପ୍ରଚାର ଆରମ୍ଭ ହୋଇଗଲାଣି । ଯାହାକୁ ନେଇ ଷ୍ଟାର ପ୍ରଚାରକ ଭାବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଏଥିରେ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା