Masthead

ଭାରତ-ଶ୍ରୀଲଙ୍କା ମୁକାବିଲା, ମ୍ୟାଚ ଜିତି ସେମିଫାଇନାଲ ଟିକେଟକୁ ପକ୍କା କରିବା ଲକ୍ଷ୍ୟରେ ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଶ୍ୱକପ କ୍ରିକେଟ ଆଜି ଭାରତ-ଶ୍ରୀଲଙ୍କା ମୁକାବିଲା । ମୁମ୍ବାଇ ୱାଙ୍ଖଡ଼େ ଷ୍ଟାଡିଅମରେ ଖେଳାଯିବ ଏହି ମ୍ୟାଚ୍‌ । ମ୍ୟାଚ୍ ଜିତି ସେମି ଫାଇନାଲ ସ୍ଥାନ ପକ୍କା କରିବା ଲକ୍ଷ୍ୟରେ ଭାରତ । ଚଳିତ ବିଶ୍ୱକପରେ ଭାରତୀୟ ଦଳ ଚମତ୍କାର ପ୍ରଦର୍ଶନ ଜାରି ରଖିଛି । ଭାରତ ଏଯାଏଁ ୬ଟି ମ୍ୟାଚ୍ ଖେଳିଥିବା ବେଳେ ୬ଟି ଯାକ ମ୍ୟାଚ୍ ଜିତିସାରିଛି ।

ଫଳରେ ସେମିଫାଇନାଲରେ ସ୍ଥାନ ଏକପ୍ରକାର ପକ୍କା ହୋଇସାରିଛି । ତେବେ ଶ୍ରୀଲଙ୍କା ବିପକ୍ଷରେ ବିଜୟ ଭାରତ ପାଇଁ ସେମିଫାଇନାଲ ଟିକେଟ ନିଶ୍ଚିତ କରିଦେବ । ଭାରତ ଏଯାଏଁ ବୋଲିଂ, ବ୍ୟାଟିଂ ଓ ଫଲ୍ଡିଂରେ ଦମଦାର ପ୍ରଦର୍ଶନ କରିଆସିଛି । ସେହି ଫର୍ମକୁ ଜାରି ରଖି ଶ୍ରୀଲଙ୍କାକୁ ହରାଇବାକୁ ସବୁ ପ୍ରକାର ଚେଷ୍ଟା କରିବ ରୋହିତ ଶର୍ମାଙ୍କ ଟିମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼