Masthead

ଆପ ଉପରେ ଇଡିର ଚଡକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଇଡିରେ ହାଜର ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ତାଙ୍କୁ ଇଡି ହାଜର ହେବାକୁ ସମନ ପଠାଇଥିଲା । ଆଜି ତାଙ୍କୁ ହଜାର ହେବାକୁ କୁହାଯାଇଛି । ଏହି ମାମଲାରେ ଏପ୍ରିଲରେ ସିବିଆଇ ଅରବିନ୍ଦ କେଜରିୱାଲଙ୍କୁ ପଚରାଉଚରା କରିଥିଲା । ସେପଟେ ଇଡି ପକ୍ଷରୁ ପଚରାଉଚରା ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଡକାଯାଇଥିବା ବେଳେ ତାଙ୍କ ଦଳର ବିଧାୟକଙ୍କ ଘରେ ଚଢ଼ାଉ ମଧ୍ୟ ଜାରି ରଖିଛି।

ଏହି କ୍ରମରେ ଗୁରୁବାର ଦିଲ୍ଲୀ ସରକାରଙ୍କ ସାମାଜିକ କଲ୍ୟାଣ ମନ୍ତ୍ରୀ ରାଜକୁମାର ଆନନ୍ଦଙ୍କ ଘରେ ଇଡି ଟିମ୍‌ ପହଞ୍ଚିଛି। ସିଭିଲ୍‌ ଲାଇନ୍‌ରେ ଥିବା ମନ୍ତ୍ରୀଙ୍କ ସରକାରୀ ବାସଭବନରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। ଏକାସାଙ୍ଗେ ୯ଟି ଜାଗାରେ ଚଢ଼ାଉ କରାଯାଉଥିବା ସୂଚନା ମିଳିଛି। ମଦ ଦୁର୍ନୀତିକୁ ନେଇ ଇଡି କ୍ରମାଗତ ଭାବରେ ଆମ ଆଦମୀ ଦଳର ନେତା, ବିଧାୟକ ଏବଂ ମନ୍ତ୍ରୀଙ୍କ ଉପରେ ଚଢାଉ କରୁଛି ଇଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ