Masthead

ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟଙ୍କ ଆଶ୍ୱସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାହାଙ୍ଗା ଡବଲ୍ ମର୍ଡର ମାମଲା । ବିଧାୟକ ପ୍ରତାପ ଜେନାଙ୍କୁ ସାମୟିକ ଆଶ୍ୱସ୍ତି । ଘଟଣାରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟଙ୍କ ରୋକ୍‌ ଲଗାଇଛନ୍ତି । ଏନେଇ ସାଲେପୁର ଜେଏମଏଫସି କୋର୍ଟଙ୍କୁ ରେକର୍ଡ ତଲବ କରିଛନ୍ତି ହାଇକୋର୍ଟ । ଆସନ୍ତା ଡିସେମ୍ବର ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି