Masthead

ସେତୁ ପାଇଁ ମୁକ୍ତିଙ୍କ ଆନ୍ଦୋଳନ

ରାଉରକେଲା (ବଡ଼ ଖବର ବ୍ୟୁରୋ): ସେତୁ ନିର୍ମାଣ ଦାବିରେ ଧାରଣା । ୮ ବର୍ଷ ହେଲା ଅଧପନ୍ତରିଆ ହୋଇ ପଡିରହିଛି ରାଉରକେଲା ମିଟକୁନ୍ଦରିରେ ଦେଓ ନଦୀ ଉପରେ ସେତୁ ନିର୍ମାଣ କାମ । ବିପଦ ସଙ୍କୁଳ ଅବସ୍ଥାରେ ନଦୀ ପାର୍ ହେଉଛନ୍ତି ଲୋକେ । ଦାବି ପୂରଣ ନହେବା ଯାଏଁ ଧାରଣା ଜାରି ରହିବ ବୋଲି କୁହାଯାଇଛି ।

୮ ବର୍ଷ ହେଲା କାମ ସରିନଥିବା ବେଳେ ବର୍ଷେ ହେଲା କାମ ବନ୍ଦ ରହିଛି । ଅଂଚଳର ୨୦ହଜାରରୁ ଅଧିକ ଲୋକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ସେତୁ ନିର୍ମାଣରେ ବିଳମ୍ବ ପ୍ରତିବାଦରେ ଗାନ୍ଧୀ ଜୟନ୍ତୀରୁ ଯୁବ ସମାଜସେବୀ ମୁକ୍ତିକାନ୍ତ ବିଶ୍ୱାଳ ଗଣଧାରଣା ଦେଇଛନ୍ତି । ଧାରଣାରେ ବୀରମିତ୍ରପୁର ବିଧାୟକ ଶଙ୍କର ଓରାମ ମଧ୍ୟ ସାମିଲ ହୋଇ ଜଳସତ୍ୟାଗ୍ରହ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ