Masthead

କୁଚିଣ୍ଡାରେ ଟ୍ରିପଲ ମର୍ଡର

କୁଚିଣ୍ଡା, (ବଡ଼ ଖବର ବ୍ୟୁରୋ): ଜମିବାଡ଼ି ବିବାଦକୁ ନେଇ ଟ୍ରିପଲ ମର୍ଡର। ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ମହୁଲପାଲି ଥାନା ଲପଡ଼ା ଗାଁରେ ଘଟିଛି ଏହି ଜଘନ୍ୟ ହତ୍ୟାକାଣ୍ଡ। ଗୋଟିଏ ପରିବାରର ୩ଜଣଙ୍କୁ ହତ୍ୟା କରିଛନ୍ତି ପଡ଼େଶୀ। ମୃତକମାନେ ହେଉଛନ୍ତି ପିରୁବତୀ ବେହେରା (୫୬), ତାଙ୍କ ଝିଅ ସାବିତ୍ରୀ ବେହେରା (୩୭) ଏବଂ ଜ୍ୱାଇଁ ଗିରିଧାରୀ ସାହୁ। ଅଭିଯୁକ୍ତ ପଡ଼ୋଶୀ ନବୀନ ଦେହେରୀ ଏମାନଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗିରିଧାରୀଙ୍କ ମୃତଦେହ ବିଲରେ ପଡ଼ିଥିବାବେଳେ ପିରୁବତୀ ଏବଂ ସାବିତ୍ରୀଙ୍କ ମୃତଦେହ ଘରେ ପଡ଼ିଛି। ଘଟଣାସ୍ଥଳରେ ମହୁଲପାଲି ପୋଲିସ ପହଞ୍ଚି ଅଭିଯୁକ୍ତଙ୍କ ସହ ତାଙ୍କ ପରିବାର ଲୋକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼