ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଆୟବହିର୍ଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ୮ଟି ସ୍ଥାନରେ ଚାଲିଛି ରେଡ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଞ୍ଜିନିୟର । ସାଲେପୁର ଆରଡବ୍ଲୁ ସବଡିଭିଜନ୍ ଆସିଷ୍ଟାଣ୍ଟ ଇଞ୍ଜିନିୟର ଅର୍ଜୁନ ସାହୁଙ୍କ ଘର ସହ ଅନ୍ୟାନ୍ୟ ସ୍ଥାନରେ ରେଡ୍ ଚାଲିଛି । ଆୟବହିର୍ଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ୮ଟି ସ୍ଥାନରେ ରେଡ୍ । ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଭୁବନେଶ୍ବରରେ ଥିବା ଘର ଉପରେ ମଧ୍ୟ ଏକାସାଙ୍ଗରେ ରେଡ କରିଛି ଭିଜିଲାନ୍ସ ।

ଭୁବନେଶ୍ୱରରେ ଖଣ୍ଡଗିରି ବିହାରରେ ତିନି ମହଲା ଘର, କେନ୍ଦ୍ରାପଡା ଡେରାବିସରେ ଥିବା ଦୁଇ ମହଲା ଘର, କେନ୍ଦ୍ରାପଡା ବଳରାମପୁରରେ ଥିବା ଭଡା ଘର, ସାଲେପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ଏସଡିଓ କାର୍ୟ୍ୟଳୟ, କେନ୍ଦ୍ରାପଡା ରାଇପୁରରେ ଥିବା ସମ୍ପକୀୟଙ୍କ ଘର, କେନ୍ଦ୍ରାପଡା ଥିବା ତାଙ୍କର ଦୁଇ ସହଯୋଗୀଙ୍କ ଘରେ ଏକାସାଙ୍ଗରେ ଚଢାଉ କରିଛି ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ