Masthead

ସୀମା ଲଙ୍ଘିଲେ ପ୍ରଯୋଜକ ଟୁଟୁ ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହିଳା ସାମ୍ବାଦିକଙ୍କୁ ଟୁଟୁ ନାୟକଙ୍କ ଦୁର୍ବ୍ୟବହାର ଅଭିଯୋଗ । ପ୍ରଯୋଜକ ଟୁଟୁ ନାୟକଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ମହିଳା ସାମ୍ବାଦିକ ଦେବସ୍ମିତା ରାଉତ । ସ୍ୱାତୀ-ସ୍ତୁତିରେ ଚାଲିଥିବା ଏକ ଫିଲ୍ମର ପ୍ରିମିୟର ସମୟରେ ମହିଳା ସାମ୍ବାଦିକଙ୍କୁ ର୍ଦୁବ୍ୟବହାର ହୋଇଥିବା ଅଭିଯୋଗ ହୋଇଛି । ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କ ଏତଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର