Masthead

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଦିନ ୧୧ଟା ସମୟରେ ନୀଳାଦ୍ରି ଭକ୍ତ ନିବାସ ପରିସରରେ ବୈଠକ ଅଛି । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାକୁ ଥିବାବେଳେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ ଏଥିରେ ପ୍ରମୁଖ ପ୍ରସଙ୍ଗ ରହିବ । ଆସନ୍ତା ଜାନୁଆରୀ ୧୭ରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଉତ୍ସବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ